2 Corinthians 9:15 — Compare Translations

7 translations compared side by side

Odia - 1840
"ଆଶ୍ଚର୍ୟ୍ଯଜନକ ଓ ଅବର୍ଣ୍ଣନୀୟ ଏହି ଅନୁଗ୍ରହ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ଅକଥନୀୟ ଦାନ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆସନ୍ତୁ, ଈଶ୍ୱରଙ୍କ ବର୍ଣ୍ଣନାତୀତ ଦାନ ନିମନ୍ତେ ତାଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିବା!
Odia Bible ERV 2004 (ପବିତ୍ର ବାଇବଲ)
ଆଶ୍ଚର୍ଯ୍ୟଜନକ ଓ ଅବର୍ଣ୍ଣନୀୟ ଏହି ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ଅକଥନୀୟ ଦାନ ଯାହା ତାହାଙ୍କ ଏକମାତ୍ର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ଅକଥନୀୟ ଦାନ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಂಗುಕ್ ಹೊಯ್ನಾ ತಸ್ಲ್ಯಾ ಹ್ಯಾ ದೆನ್ಗಿಯಾಂಚ್ಯಾಸಾಟ್ನಿ ಅಮಿ ದೆವಾಕ್ ಧನ್ಯವಾದ್ ದಿಂವ್ವಾ.