2 Corinthians 9:6 — Compare Translations

7 translations compared side by side

Odia - 1840
"ଏହି କଥାଟି ମନେ ରଖ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନେରଖ, ଯେ ଅଳ୍ପ ବିହନ ବୁଣେ, ସେ ଅଳ୍ପ ଫଦଲ ଅମଳ କରିବ; ଯେ ବେଶୀ ବିହନ ବୁଣେ, ସେ ବେଶୀ ଫସଲ ଅମଳ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କଥାଟି ମନେରଖ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎವ್ಡೆ ಮನಾತ್ ಥವ್ನ್ ಘೆವಾ, ಜೊ ಕೊನ್ ಉಲ್ಲೆಸೆಚ್ ಪೆರ್ತಾ ತೊ ಉಲ್ಲೆಸೆಚ್ ಕಾತರ್‍ತಾ, ಜೊ ಕೊನ್ ಲೈ ಪೆರ್ತಾ, ತೊ ಲೈ ಕಾತರ್‍ತಾ