2 Corinthians 9:7 — Compare Translations

7 translations compared side by side

Odia - 1840
"ପ୍ରେତ୍ୟକକ ଲୋକ ଆପଣା ହୃଦୟ ରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନ ରେ କୌଣସି ଦୁଃଖ ରଖି ବା ବାଧ୍ଯବାଧକତା ରେ ଦାନ ନ ଦେଉ, ଆନନ୍ଦିତ ମନ ରେ ଦାନ କରିଥିବା ଲୋକକୁ ପରମେଶ୍ବର ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ଵର ହୃଷ୍ଟଚିତ୍ତ ଦାତାକୁ ଭଲ ପାଆନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ଯେ ଯେପରି ସଙ୍କଳ୍ପ କରିଛି, ସେ ସେହିପରି ଦାନ କରୁ ଏବଂ ସେହି ଦାନ କୁଣ୍ଠିତ ହୋଇ କିମ୍ବା କେବଳ କର୍ତ୍ତବ୍ୟ ବୋଧରୁ ନ ହେଉ। କାରଣ ପ୍ରଫୁଲ୍ଲଚିତ୍ତ ଦାତାକୁ ଈଶ୍ୱର ପସନ୍ଦ କରିନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକ ଆପଣା ହୃଦୟରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନରେ କୌଣସି ଦୁଃଖ ରଖି ବା ବାଧ୍ୟବାଧକତାରେ ଦାନ ନ ଦେଉ, ଆନନ୍ଦିତ ମନରେ ଦାନ କରିଥିବା ଲୋକକୁ ପରମେଶ୍ୱର ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ୱର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರಿ ಎಕ್ಲೊ ಅಪ್ನಿ ಮನಾತ್ ನಿರ್ನಯ್ ಕರಲ್ಲ್ಯಾ ಪರ್‍ಕಾರ್ ದಿಂವ್ದಿತ್, ಪುರಾ ಸರ್ಕೆ ಕರುನ್ ನ್ಹಯ್ ಕಶ್ಯಾಕ್ ಮಟ್ಲ್ಯಾರ್ ಹಾಸ್ಮುರ್ಕ್ಯಾ ತೊಂಡಾನ್ ದಿತಲೊ ದೆವಾಕ್ ಪ್ರೆಮಾಚೊ.