2 Corinthians 9:8 — Compare Translations
7 translations compared side by side
Odia - 1840
"ପରମେଶ୍ବର ତୁମ୍ଭମାନଙ୍କର ଆବଶ୍ଯକତା ଠାରୁ ଅଧିକ ଆଶୀର୍ବାଦ ଦଇେ ପାରିବେ। ତହିଁରେ ତୁମ୍ଭମାନେେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରେତ୍ୟକକ ଭଲ କାମ କରିବା ପାଇଁ ଦାନ ଦବୋକୁ ତୁମ୍ଭମାନଙ୍କ ପାଖ ରେ ପ୍ରଚୁର ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥିନିମନ୍ତେ ଈଶ୍ଵର ତୁମ୍ଭମାନଙ୍କୁ ସର୍ବପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସବୁ ପ୍ରକାର ଦାନରେ ତୁମ୍ଭମାନଙ୍କୁ ସମୃଦ୍ଧ କରିବା ପାଇଁ ଈଶ୍ୱର ସକ୍ଷମ; ଫଳରେ ତୁମ୍ଭମାନଙ୍କୁ ସର୍ବଦା ପ୍ରଚାର୍ଯ୍ୟ ମଧ୍ୟରେ ବାସ କରିପାରିବ ଏବଂ ସବୁ ପ୍ରକାର ସତ୍କର୍ମ ନିମନ୍ତେ ଯଥେଷ୍ଟ ଦାନ ଦେଇ ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭମାନଙ୍କର ଆବଶ୍ୟକତାଠାରୁ ଅଧିକ ଆଶୀର୍ବାଦ ଦେଇ ପାରିବେ। ତହିଁରେ ତୁମ୍ଭେମାନେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରତ୍ୟେକ ଭଲ କାମ କରିବା ପାଇଁ ଦାନ ଦେବାକୁ ତୁମ୍ଭମାନଙ୍କ ପାଖରେ ପ୍ରଚୁର ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಪ್ ನಸ್ತಾನಾ ತುಮ್ಕಾ ಅಶಿರ್ವಾದ್ ದಿವ್ಕ್ ದೆವಾಕ್ ಹೊತಾ. ಅಶೆ ತುಮ್ಕಾ ಕನ್ನಾಬಿ ಗರ್ಜೆಕ್ ಪಾಜೆ ಹೊಲ್ಲೆ ತವ್ಡೆ ರ್ಹಾವ್ನ್, ಹರಿಎಕ್ ಬರ್ಯಾ ಕಾಮಾಕ್ನಿ ದಿವ್ಕ್ ಬಿ ತುಮ್ಚ್ಯಾ ಕಡೆ ಜಾಸ್ತಿ ಉರ್ತಾ.