2 John 1:11 — Compare Translations
7 translations compared side by side
Odia - 1840
"ତୁମ୍ଭେ ତାହାକୁ ଯଦି ଗ୍ରହଣ କର, ତବେେ ତାହାକୁ ମନ୍ଦକର୍ମ କରିବା ରେ ସାହାୟ୍ଯ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେକେହି ତାହାକୁ ସମ୍ଵର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ତା’ର ଶାନ୍ତି କାମନା କରେ, ସେ ତା’ର ଦୁଷ୍କର୍ମରେ ଅଂହଶୀ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାହାକୁ ଯଦି ଗ୍ରହଣ କର, ତେବେ ତାହାକୁ ମନ୍ଦକର୍ମ କରିବାରେ ସାହାଯ୍ୟ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ କେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತೆಕಾ ಬರೆ ಹೊಂವ್ದಿತ್ ಮನುನ್ ಸಾಂಗ್ತಲೊ ಮಾನುಸ್ ತೆಚ್ಯಾ ಬುರ್ಶ್ಯಾ ಕಾಮಾತ್ನಿ ವಾಂಗ್ಡಿ ಹೊತಾ.