2 John 1:13 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ଦ୍ବାରା ମ ନୋନୀତା ତୁମ୍ଭମାନଙ୍କର ଭଉଣୀଙ୍କ ସନ୍ତାନମାନେ ତୁମ୍ଭମାନଙ୍କୁ ସମାନଙ୍କେର ନମସ୍କାର ଜଣାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ପ୍ରିୟ ଭଗିନୀର ପିଲାମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ତୁମ୍ଭମାନଙ୍କର ଭଉଣୀଙ୍କ ସନ୍ତାନମାନେ ତୁମ୍ଭମାନଙ୍କୁ ସେମାନଙ୍କର ନମସ୍କାର ଜଣାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ମନୋନୀତା ଭଉଣୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಎಚುನ್ ಕಾಡಲ್ಲ್ಯಾ ತುಮ್ಚ್ಯಾ ಭೆನಿಚಿ ಪೊರಾ ತುಮ್ಕಾ ನಮಸ್ಕಾರ್ ಮನುಲ್ಲಾತ್.