2 John 1:2 — Compare Translations
7 translations compared side by side
Odia - 1840
"ଆମ୍ଭ ଅନ୍ତର ରେ ଯେଉଁ ସତ୍ଯ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ ରମେ କରୁଛୁ। ଏହି ସତ୍ଯ ଆମ୍ଭ ପାଖ ରେ ସବୁଦିନ ପାଇଁ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଓ ଚିରକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଅନ୍ତରରେ ସେହି ସତ୍ୟ ରହିଛି ଓ ଚିରଦିନ ରହିଥିବ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଅନ୍ତରରେ ଯେଉଁ ସତ୍ୟ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରୁଛୁ। ଏହି ସତ୍ୟ ଆମ୍ଭ ପାଖରେ ସବୁଦିନ ପାଇଁ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಖರೆ ಅಮ್ಚ್ಯಾ ಮದ್ದಿ ರ್ಹಾತಾ, ಅನಿ ಕನ್ನಾಬಿ ಅಮ್ಚ್ಯಾ ವಾಂಗ್ಡಾಚ್ ರ್ಹಾತಾ.