2 John 1:3 — Compare Translations

7 translations compared side by side

Odia - 1840
"ପରମପିତା ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ଯ ଓ ପ୍ ରମେ ଦ୍ବାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତା ଈଶ୍ଵର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ ଆମକୁ ଅନୁଗ୍ରହ, କୃପା ଓ ଶାନ୍ତି ପ୍ରଦାନ କରି ସତ୍ୟ ଓ ପ୍ରେମରେ ଅନୁପ୍ରାଣିତ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତା ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ୟ ଓ ପ୍ରେମ ଦ୍ୱାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତା ଈଶ୍ବର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।
Odia IRV 2017 (ଓଡିଆ ବାଇବେଲ)
ପିତା ଈଶ୍ୱର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಬಾಬಾ ಅನಿ ತೆಚ್ಯಾ ಲೆಕಾ ಜೆಜು ಕ್ರಿಸ್ತಾನ್ ಅಮ್ಕಾ ದಿತಲಿ ಕುರ್ಪಾ, ದಯಾ, ಅನಿ ಶಾಂತಿ ಖರ್ಯಾನ್ ಅನಿ ಪ್ರೆಮಾನ್ ಕನ್ನಾಬಿ ಅಮ್ಚ್ಯಾಚ್ ವಾಂಗ್ಡಾ ರಾಂವ್ದಿತ್.