2 John 1:4 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭର କେତକେ ସନ୍ତାନମାନଙ୍କ ବିଷୟ ରେ ଶୁଣି ଖୁସି ହଲିେ। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସା ରେ ସମାନେେ ସତ୍ଯପଥ ଅନୁସରଣ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଆଜ୍ଞାନୁଯାୟୀ ତୁମର କେତେକ ସନ୍ତାନ ଯେ ସତ୍ୟ ଉପରେ ଜୀବନକୁ ଅଧାରିତ କରିଛନ୍ତି, ଏ କଥା ମୁଁ ବଡ଼ ଆନନ୍ଦିତ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର କେତେକ ସନ୍ତାନମାନଙ୍କ ବିଷୟରେ ଶୁଣି ଖୁସୀ ହେଲି। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସାରେ ସେମାନେ ସତ୍ୟପଥ ଅନୁସରଣ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಪೊರಾತ್ನಿ ಥೊಡೆ ಜನಾ ದೆವಾ ಬಾಬಾನ್ ದಾಕ್ವಲ್ಲ್ಯಾ ಖರೆಪಾನಾಚ್ಯಾ ವಾಟೆನ್, ಅನಿ ದೆವಾಚ್ಯಾ ಹುಕುಮಾ ಸಾರ್ಕೆ ಚಲುನ್ಗೆತ್ ಹೊತ್ತೆ ಬಗುನ್ ಮಾಕಾ ಲೈ ಖುಶಿ ಹೊಲಿ.