2 John 1:5 — Compare Translations
7 translations compared side by side
Odia - 1840
"ପ୍ରିୟ ମହାଶଯା। ମୁଁ ତୁମ୍ଭକୁ କହୁଛି: ଆମ୍ଭେ ସମସ୍ତେ ପରସ୍ପରକୁ ପ୍ ରମେ କରିବା ଉଚିତ। ଏହା ଏକ ନୂତନ ଆଜ୍ଞା ନୁହେଁ। ଏହା ସହେି ଆଜ୍ଞା, ଯାହା ଆମ୍ଭମାନଙ୍କ ନିକଟରେ ଆରମ୍ଭରୁ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ଭଦ୍ରମହିଳା, ତୁମକୁ ମୋର କହିବାର କଥା, ଆମେ ପରସ୍ପରକୁ ପ୍ରେମ କରିବା ଉଚିତ। ଏହା ଗୋଟଏ ନୂଆ ଆଦେଶ ନୁହେଁ, ଆଦ୍ୟରୁ ଆମେ ଏହି ଆଦେଶ ପାଇଅଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ମହାଶୟା। ମୁଁ ତୁମ୍ଭକୁ କହୁଛି: ଆମ୍ଭେ ସମସ୍ତେ ପରସ୍ପରକୁ ପ୍ରେମ କରିବା ଉଚିତ୍। ଏହା ଏକ ନୂତନ ଆଜ୍ଞା ନୁହେଁ। ଏହା ସେହି ଆଜ୍ଞା, ଯାହା ଆମ୍ଭମାନଙ୍କ ନିକଟରେ ଆରମ୍ଭରୁ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।
Odia IRV 2017 (ଓଡିଆ ବାଇବେଲ)
ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರಿತಿಚ್ಯಾ ಬಾಯಿ, ಮಿಯಾ ತುಕಾ ಇಚಾರ್ತಾ ಅಮಿ ಸಗ್ಳೆ ಜಾನಾ ಎಕಾಮೆಕಾಚೊ ಪ್ರೆಮ್ ಕರುಚೆ. ಹ್ಯೊ ಮಿಯಾ ಲಿವ್ತಲೊ ಅದ್ದಿಚ್ಯಾನುಚ್ ಅಮ್ಕಾ ದಿಲ್ಲೊ ಹುಕುಮ್.