2 John 1:6 — Compare Translations

7 translations compared side by side

Odia - 1840
"ପ୍ ରମରେ ଅର୍ଥ ହେଉଛି, ତାହାଙ୍କର ଆଜ୍ଞା ଅନୁସାରେ ଜୀବନଯାପନ କରିବା। ପରମେଶ୍ବରଙ୍କ ଆଜ୍ଞା ଏହି: ତୁମ୍ଭେ ଏକ ପ୍ ରମରେ ଜୀବନ ବିତାଅ। ତୁମ୍ଭେ ଏହି ଆଜ୍ଞା ଆରମ୍ଭରୁ ଶୁଣିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର । ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ପ୍ରେମ କଥା ଏଠାରେ ମୁଁ ଉଲ୍ଲେଖ କରୁଛି, ତା’ର ଅର୍ଥ ହେଲା, ଜୀବନରେ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା। ସେହି ଆଜ୍ଞା କଅଣ, ତୁମେ ଆଦ୍ୟରୁ ଶୁଣଇଛ- ତାହା ହେଉଛି, ଆମେ ସମସ୍ତେ ପରସ୍ପର ପ୍ରତି ପ୍ରେମରେ ଆବଦ୍ଧ ହୋଇ ରହିବା ଉଚିତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମର ଅର୍ଥ ହେଉଛି, ତାହାଙ୍କର ଆଜ୍ଞା ଅନୁସାରେ ଜୀବନଯାପନ କରିବା। ପରମେଶ୍ୱରଙ୍କ ଆଜ୍ଞା ଏହି: ତୁମ୍ଭେ ଏକ ପ୍ରେମର ଜୀବନ ବିତାଅ। ତୁମ୍ଭେ ଏହି ଆଜ୍ଞା ଆରମ୍ଭରୁ ଶୁଣିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಬೊಲ್ತಲೊ ಹ್ಯೊ ಪ್ರೆಮ್ ಮಟ್ಲ್ಯಾರ್, ದೆವಾಚ್ಯಾ ಹುಕುಮಾಕ್ನಿ ಖಾಲ್ತಿ ಹೊವ್ನ್ ಚಲ್ತಲೆ.ಪ್ರೆಮಾನಿ ಸಗ್ಳೆ ಜನಾ ಜಿವನ್ ಕರುಚೆ ಮನ್ತಲೊ ಅದ್ದಿಚ್ಯಾನುಚ್ ಆಯ್ಕಲ್ಲೊ ಹುಕುಮಾ.