2 John 1:7 — Compare Translations
7 translations compared side by side
Odia - 1840
"ଏ ଜଗତ ରେ ବର୍ତ୍ତମାନ ଅନକେ ଭଣ୍ଡ ଶିକ୍ଷକ ବାହାରିଲଣେି। ଯୀଶୁଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସମାନେେ ଅସ୍ବୀକାର କରନ୍ତି। ଏହି ସତ୍ଯକୁ ଅସ୍ବୀକାର କରୁଥିବା ପ୍ରେତ୍ୟକକ ବ୍ଯକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବ; ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ଵୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହିପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଖ୍ରୀଷ୍ଟାରି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ପ୍ରତାରକ ଏବେ ଜଗତରେ ବିଚରଣ କରୁଛନ୍ତି। ଯୀଶୁ ଖ୍ରୀଷ୍ଟ ମନୁଷ୍ୟ ଶରୀରରେ ଅବତାର ଗ୍ରହଣ କରିଥିଲେ ବୋଲି ସେମାନେ ସ୍ୱୀକାର କରନ୍ତି ନାହିଁ। ଏପରି ବ୍ୟକ୍ତି ନିଶ୍ଚୟ ପ୍ରତାରକ, ସେ ଖ୍ରୀଷ୍ଟଙ୍କର ଶତ୍ରୁ!
Odia Bible ERV 2004 (ପବିତ୍ର ବାଇବଲ)
ଏ ଜଗତରେ ବର୍ତ୍ତମାନ ଅନେକ ଭଣ୍ଡ ଶିକ୍ଷକ ବାହାରିଲେଣି। ଯୀଶୁ ଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସେମାନେ ଅସ୍ୱୀକାର କରନ୍ତି। ଏହି ସତ୍ୟକୁ ଅସ୍ୱୀକାର କରୁଥିବା ପ୍ରତ୍ୟେକ ବ୍ୟକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಜೆಜು ಕ್ರಿಸ್ತ್ ಮಾನುಸ್ ಹೊವ್ನ್ ಯೆಲೊ ಮನ್ತಲೆ ಮಾನಿನಸ್ತಾನಾ, ಲೊಕಾಕ್ನಿ ಪಸ್ವುತಲಿ ಅನಿ ಕ್ರಿಸ್ತಾಕ್ ವಿರೊಧ್ ಹೊವ್ನ್ ಹೊತ್ತಿ ಲೊಕಾ ಹ್ಯಾ ಜಗಾತ್ ಪಗಳ್ಳ್ಯಾತ್. ಹೆನಿಚ್ ಪಸ್ವುತಲೆ ಅನಿ ಕ್ರಿಸ್ತಾಕ್ ವಿರೊಧಿ.