2 John 1:8 — Compare Translations

7 translations compared side by side

Odia - 1840
"ସାବଧାନ ରୁହ, ଯେପରି ତୁମ୍ଭ କାର୍ୟ୍ଯର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଣୁ ସାବଧାନ ରୁହ- ଆମେ ତୁମ ପାଇଁ ଯାହା କରିଛୁ, ତାହା ସବୁ ନ ହରାଇ ଯେପରି ପୂର୍ଣ୍ଣ ମାତ୍ରାରେ ପୁରସ୍କୃତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନ ରୁହ, ଯେପରି ତୁମ୍ଭ କାର୍ଯ୍ୟର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರ್‍ಹಾತಾನಾ, ತುಮಿ ಹುಶ್ಯಾರ್ಕಿನ್ ರ್‍ಹಾವಾ! ಅಸೆ ಅಮಿ ತುಮ್ಚ್ಯಾ ಮದ್ದಿ ಕರಲ್ಲೆ ಕಾಮ್ ಫಾಯ್ದಾಕ್ ಪಡಿನಸಲ್ಲೆ ಹೊಯ್ನಾಸ್ತಾನಾ, ತುಮಿ ತುಮ್ಕಾ ಗಾವ್ತಲೆ ಪ್ರತಿಫಳ್ ಪುರಾ ಮಾಪಾನ್ ಘೆತ್ಯಾಶಿ.