2 John 1:9 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କବଳେ ଅନୁସରଣ କରିବା ଉଚିତ। ଯଦି କହେି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତବେେ ସହେି ଲୋକ ପାଖ ରେ ପରମେଶ୍ବର ନାହାଁନ୍ତି। ଯଦି କୌଣସି ବ୍ଯକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତବେେ ସହେି ଲୋକ ପାଖ ରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ଵରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ଖ୍ରୀଷତଟଙ୍କ ଶିକ୍ଷଶର ପରିସର ଭିତରେ ନ ରହି ବାହାରକୁ ଚାଲିଯାଏ, ସେ ଈଶ୍ବରଙ୍କଠାରୁ ବିଚ୍ଛିନ୍ନ ହୋଇଛି। ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷଶରେ ଦୃଢ଼ ରହେ, ସେ ଈଶ୍ୱର ଓ ତାଙ୍କ ପୁତ୍ର ଉଭୟଙ୍କ ସହିତ ସଂଯୁକ୍ତ ହୋଇ ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କେବଳ ଅନୁସରଣ କରିବା ଉଚିତ୍। ଯଦି କେହି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତେବେ ସେହି ଲୋକ ପାଖରେ ପରମେଶ୍ୱର ନାହାନ୍ତି। ଯଦି କୌଣସି ବ୍ୟକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତେବେ ସେହି ଲୋକ ପାଖରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚ್ಯಾ ಶಿಕಾಪಾತ್ನಿ ಇಬೆರ್ಹಾಯ್ನಸ್ತಾನಾ ತೆಕಾ ದಾಟುನ್ ಫಿಡೆ ಜಾತಲ್ಯಾಂಚ್ಯಾ ವಾಂಗ್ಡಾ ದೆವ್ ರ್ಹಾಯ್ನಾ, ಖರೆ ತ್ಯಾ ಶಿಕಾಪಾತ್ನಿ ಇಬೆರ್ಹಾತಲ್ಯಾ ಮಾನ್ಸಾ ವಾಂಗ್ಡಾ ಬಾಬಾ ಅನಿ ಲೆಕ್ ದೊಗೆಬಿ ರ್ಹಾತ್ಯಾತ್.