2 Kings 1:10 — Compare Translations
5 translations compared side by side
Odia - 1840
"ଏଲିଯ ସହେି ପଗ୍ଭଶ ଲୋକ ଅଧିନାଯକଙ୍କୁ କହିଲେ, ଯଦି ମୁଁ ପରମେଶ୍ବରଙ୍କ ଲୋକ ହାଇେଥାଏ, ତବେେ ସ୍ବର୍ଗରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ ଲୋକଙ୍କୁ ଗ୍ରାସ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଲୀୟ ସେହି ପଚାଶତ୍ପତିକି ଉତ୍ତର କରି କହିଲେ, ଯେବେ ମୁଁ ପରମେଶ୍ଵରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ । ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ସେହି ପଗ୍ଭଶ୍ ଲୋକ ଅଧିନାୟକଙ୍କୁ କହିଲେ, “ଯଦି ମୁଁ ପରମେଶ୍ୱରଙ୍କ ଲୋକ ହୋଇଥାଏ, ତେବେ ସ୍ୱର୍ଗରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କରୁ।” ତେଣୁ ସ୍ୱର୍ଗରୁ ଅଗ୍ନି ଆସି ଅଧିନାୟକଙ୍କ ସହିତ ତାଙ୍କର ପଗ୍ଭଶ୍ ଲୋକଙ୍କୁ ଦଗ୍ଧିଭୂତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଲୀୟ ସେହି ପଚାଶପତିଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଲୀୟ ସେହି ପଚାଶପତିକି ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।