2 Kings 1:12 — Compare Translations

5 translations compared side by side

Odia - 1840
"ଏଲିଯ ସେ ଅଧିନାଯକଙ୍କୁ କହିଲେ, ଯବେେ ମୁଁ ପରମେଶ୍ବରଙ୍କ ଲୋକ, ତବେେ ଆକାଶରୁ ଅଗ୍ନି ଆସୁ ଏବଂ ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ ଲୋକଙ୍କୁ ଗ୍ରାସ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, ଯେବେ ମୁଁ ପରମେଶ୍ଵରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ । ତହୁଁ ପରମେଶ୍ଵରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ସେ ଅଧିନାୟକଙ୍କୁ କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସୁ ଏବଂ ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କରୁ।” ତେଣୁ ଅଗ୍ନି ସ୍ୱର୍ଗରୁ ଆସି ଅଧିନାୟକ ସହିତ ତା’ର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)