2 Kings 1:13 — Compare Translations
5 translations compared side by side
Odia - 1840
"ଏହାପରେ ଅହସିଯ ତୃତୀୟ ଥର ଅଧିନାଯକ ସହିତ ପଗ୍ଭଶ ଲୋକଙ୍କୁ ପୁଣି ପଠାଇଲେ। ତୃତୀୟ ଅଧିନାଯକ ଏଲିଯ ନିକଟକୁ ୟାଇ ଏଲିଯଙ୍କ ଆଗ ରେ ନମ୍ର ଭାବରେ ମଥାନତ କଲେ ଏବଂ କହିଲେ, ହେ ପରମେଶ୍ବରଙ୍କ ଲୋକ, ମୁଁ ପ୍ରାର୍ଥନା କରୁଛି, ମାରେ ଜୀବନ ସହିତ ମାରେପଗ୍ଭଶ ଲୋକଙ୍କ ଜୀବନ ଆପଣ ବଞ୍ଚାନ୍ତୁ ଓ ରକ୍ଷା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ । ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅହସିୟ ତୃତୀୟ ଥର ଅଧିନାୟକ ସହିତ ପଗ୍ଭଶ୍ ଲୋକଙ୍କୁ ପୁଣି ପଠାଇଲେ। ତୃତୀୟ ଅଧିନାୟକ ଏଲିୟ ନିକଟକୁ ଯାଇ ଏଲିୟଙ୍କ ଆଗରେ ନମ୍ର ଭାବରେ ମଥାନତ କଲେ ଏବଂ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୁଁ ପ୍ରାର୍ଥନା କରୁଛି, ମୋର ଜୀବନ ସହିତ ମୋର ପଗ୍ଭଶ୍ ଲୋକଙ୍କ ଜୀବନ ଆପଣ ବଞ୍ଚାନ୍ତୁ ଓ ରକ୍ଷା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋ’ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।