2 Kings 1:14 — Compare Translations
5 translations compared side by side
Odia - 1840
"ଅଗ୍ନି ସ୍ବର୍ଗରୁ ଆସି ପୂର୍ବ ଦୁଇ ଅଧିପତି ଓ ସମାନଙ୍କେର ପଗ୍ଭଶ ଲୋକଙ୍କୁ ପୋଡି଼ ପକାଇଲା। ମାତ୍ର ବର୍ତ୍ତମାନ ଆପଣ ଦୟାକରି ଆମ୍ଭମାନଙ୍କୁ ବଞ୍ଚାନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କି ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଅଗ୍ନି ସ୍ୱର୍ଗରୁ ଆସି ପୂର୍ବ ଦୁଇ ଅଧିପତି ଓ ସେମାନଙ୍କର ପଗ୍ଭଶ୍ ଲୋକଙ୍କୁ ପୋଡ଼ି ପକାଇଲା। ମାତ୍ର ବର୍ତ୍ତମାନ ଆପଣ ଦୟାକରି ଆମ୍ଭମାନଙ୍କୁ ବଞ୍ଚାନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ।”
Odia IRV 2017 (ଓଡିଆ ବାଇବେଲ)
ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋ’ ପ୍ରାଣ ବହୁମୂଲ୍ୟ ହେଉ।”