2 Kings 1:15 — Compare Translations
5 translations compared side by side
Odia - 1840
"ତତ୍ପରେ ସଦାପ୍ରଭୁଙ୍କ ଦୂତ ଏଲିଯଙ୍କୁ କହିଲେ, ଅଧିନାଯକଙ୍କ ସହିତ ୟାଅ, ତାଙ୍କୁ ଭୟ କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ ନ କର । ତହୁଁ ସେ ଉଠି ତାହା ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ସଦାପ୍ରଭୁଙ୍କ ଦୂତ ଏଲିୟଙ୍କୁ କହିଲେ, “ଅଧିନାୟକଙ୍କ ସହିତ ଯାଅ, ତାଙ୍କୁ ଭୟ କର ନାହିଁ।” ତେଣୁ ଏଲିୟ ଅହସିୟଙ୍କ ନିକଟକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।