2 Kings 1:18 — Compare Translations
5 translations compared side by side
Odia - 1840
"ଅହସିଯଙ୍କ ଅନ୍ୟ ସମସ୍ତ କାର୍ୟ୍ଯ ଇଶ୍ରାୟେଲ ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତା; କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଅହସିୟଙ୍କ ଅନ୍ୟ ସମସ୍ତ କାର୍ଯ୍ୟ ଇସ୍ରାଏଲ ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?