2 Kings 1:3 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁଙ୍କ ଦୂତ ତୀଶ୍ବୀଯ ଏଲିଯଙ୍କୁ କହିଲେ, ୟାଅ, ଶମରିଯା ରାଜାଙ୍କର ଦୂତମାନଙ୍କୁ ଭଟେ ଓ ସମାନଙ୍କେୁ କୁହ, 'ଇଶ୍ରାୟେଲ ରେ କ'ଣ ଇଶ୍ରାୟେଲର ପରମେଶ୍ବର ନାହାଁନ୍ତି ଯେ, ତୁମ୍ଭମାନେେ ଇକୋର୍ଣର ଦବେତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, ଉଠ, ଶମରୀୟ ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲିୟଙ୍କୁ କହିଲେ, “ଯାଅ, ଶମରିୟା ରାଜାଙ୍କର ଦୂତମାନଙ୍କୁ ଭେଟ ଓ ସେମାନଙ୍କୁ କୁହ, ‘ଇସ୍ରାଏଲରେ କ’ଣ ଇସ୍ରାଏଲର ପରମେଶ୍ୱର ନାହାନ୍ତି ଯେ, ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?”