2 Kings 1:5 — Compare Translations

5 translations compared side by side

Odia - 1840
"ବାର୍ତ୍ତାବହମାନେ ଏଲିଯ ଅହସିଯଙ୍କ ନିକଟକୁ ଫରେି ଆସନ୍ତେ, ଅହସିଯ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ କାହିଁକି ଶୀଘ୍ର ଫରେି ଆସିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଫେରି ଆସିଲ?
Odia Bible ERV 2004 (ପବିତ୍ର ବାଇବଲ)
ବାର୍ତ୍ତାବହମାନେ ଅହସିୟଙ୍କ ନିକଟକୁ ଫେରି ଆସନ୍ତେ, ଅହସିୟ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହିଁକି ଶୀଘ୍ର ଫେରି ଆସିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?”