2 Kings 1:8 — Compare Translations

5 translations compared side by side

Odia - 1840
"ବାର୍ତ୍ତାବହମାନେ ଅହସିଯଙ୍କୁ ଉତ୍ତର କଲେ, ସେ ଲୋକଟି ଲୋମଶ ବସ୍ତ୍ର ପରିଧାନ କରିଥିଲା ଓ ତା'ର କଟି ରେ ଏକ ଚମଡାର ପଟୁକା ବନ୍ଧା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା । ତହିଁରେ ସେ କହିଲେ, ସେ ତ ତିଶ୍ବୀୟ ଏଲୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ବାର୍ତ୍ତାବହମାନେ ଅହସିୟଙ୍କୁ ଉତ୍ତର କଲେ, “ସେ ଲୋକଟି ଲୋମଶ ବସ୍ତ୍ର ପରିଧାନ କରିଥିଲା ଓ ତା’ର କଟିରେ ଏକ ଚମଡ଼ାର ପଟୁକା ବନ୍ଧା ଥିଲା।” ତା’ପରେ ଅହସିୟ କହିଲେ, “ସେ ପ୍ରକୃତରେ ତି‌‌‌‌ଶ୍‌ବୀୟ ଏଲିୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”