2 Kings 10:1 — Compare Translations
5 translations compared side by side
Odia - 1840
"ଆହାବଙ୍କର ସତୁରି ପୁତ୍ର ଶମରିଯା ରେ ଥିଲେ। ଯହେୂ ଶମରିଯା ରେ ୟିଷ୍ରିଯଲରେ ଅଧ୍ଯକ୍ଷ ଅର୍ଥାତ ପ୍ରାଚୀନବର୍ଗମାନଙ୍କୁ ଓ ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ। ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ । ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ଶମରିୟାର ପ୍ରାଚୀନବର୍ଗଙ୍କୁ ଲେଖନ୍ତି ଆହାବଙ୍କର ସତୁରି ପୁତ୍ର ଶମରିୟାରେ ଥିଲେ। ଯେହୂ ଶମରିୟାରେ ଯିଷ୍ରିୟେଲର ଅଧ୍ୟକ୍ଷ ଅର୍ଥାତ ପ୍ରାଚୀନବର୍ଗମାନଙ୍କୁ ଓ ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ। ଯଥା:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,
Odia IRV 2017 (ଓଡିଆ ବାଇବେଲ)
ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,