2 Kings 10:11 — Compare Translations
5 translations compared side by side
Odia - 1840
"ତେଣୁ ଯହେୂ ୟିଷ୍ରିଯଲେ ରେ ବାସ କରୁଥିବା ଆହାବ୍ଙ୍କର ବଂଶର ସମସ୍ତ ଲୋକଙ୍କୁ ଅର୍ଥାତ୍ ତାଙ୍କର ପ୍ରଧାନ ଲୋକମାନଙ୍କୁ ଆତ୍ମୀଯ ବନ୍ଧୁମାନଙ୍କୁ ଓ ଯାଜକମାନଙ୍କୁ ବଧ କଲେ। ଆହାବ୍ଙ୍କ ଲୋକରୁ କହେି ଜଣେ ହେଲେ ଜୀବିତ ଛଡାଗଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ ଓ ତାଙ୍କର ଯାଜକମାନଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯେହୂ ଯିଷ୍ରିୟେଲରେ ବାସ କରୁଥିବା ଆହାବଙ୍କର ବଂଶର ସମସ୍ତ ଲୋକଙ୍କୁ ଅର୍ଥାତ୍ ତାଙ୍କର ପ୍ରଧାନ ଲୋକମାନଙ୍କୁ, ଆତ୍ମୀୟ ବନ୍ଧୁମାନଙ୍କୁ ଓ ଯାଜକମାନଙ୍କୁ ବଧ କଲେ। ଆହାବଙ୍କ ଲୋକ ମଧ୍ୟରୁ କେହି ଜଣେ ହେଲେ ଜୀବିତ ଛଡ଼ାଗଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।