2 Kings 10:12 — Compare Translations

5 translations compared side by side

Odia - 1840
"ଯହେୂ ୟିଷ୍ରିଯଲେ ତ୍ଯାଗ କରି ଶମରିଯାକୁ ଗଲେ। ସେ ପଥ ମଧିଅରେ ମଷେପାଳକମାନଙ୍କ ଛାଉଣୀ ନିକଟରେ ଅଟକି ଗଲେ। ଯେଉଁଠା ରେ ସମାନେେ ସମାନଙ୍କେ ମଷଠାରୁେ ଲୋମ କାଟିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ । ପୁଣି ଯେହୂ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ଅହସିୟଙ୍କ ସମ୍ପର୍କୀୟଙ୍କୁ ହତ୍ୟା କରନ୍ତି ଯେହୂ ଯିଷ୍ରିୟେଲ ତ୍ୟାଗ କରି ଶମରିୟାକୁ ଗଲେ। ସେ ପଥ ମଧ୍ୟରେ ମେଷପାଳକମାନଙ୍କ ଛାଉଣି ନିକଟରେ ଅଟକି ଗଲେ। ଯେଉଁଠାରେ ସେମାନେ ସେମାନଙ୍କ ମେଷଠାରୁ ଲୋମ କାଟିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମ-ଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,