2 Kings 10:17 — Compare Translations
5 translations compared side by side
Odia - 1840
"ଯହେୂ ଶମରିଯାକୁ ଆସି ଆହାବ୍ଙ୍କ ଅବଶିଷ୍ଟ ବଂଶଧରଙ୍କୁ ବଧ କଲେ। ସଦାପ୍ରଭୁ ଏଲିଯଙ୍କୁ କହିବାନୁସା ରେ ଯହେୂ ସେ ସମସ୍ତଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥିତ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ଶମରିୟାକୁ ଆସି ଆହାବଙ୍କ ଅବଶିଷ୍ଟ ବଂଶଧରଙ୍କୁ ବଧ କଲେ। ସଦାପ୍ରଭୁ ଏଲିୟଙ୍କୁ କହିବାନୁସାରେ ଯେହୂ ସେ ସମସ୍ତଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।