2 Kings 10:18 — Compare Translations

5 translations compared side by side

Odia - 1840
"ପୁଣି ଯହେୂ ସମସ୍ତଙ୍କୁ ଏକତ୍ର କରି ସମାନଙ୍କେୁ ଡାକି କହିଲେ, ଆହାବ୍ ବାଲ୍ର ଅଳ୍ପ ସବୋ କଲା, ମାତ୍ର ଯହେୂ ତା'ର ବହୁତ ସବୋ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଆହାବ ବାଲ୍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ବାଲ୍ ଉପାସକମାନଙ୍କୁ ଡାକନ୍ତି ପୁଣି ଯେହୂ ସମସ୍ତଙ୍କୁ ଏକତ୍ର କରି ସେମାନଙ୍କୁ ଡାକି କହିଲେ, “ଆହାବ ବା‌ଲ୍‌‌‌ର ଅଳ୍ପ ସେବା କଲା, ମାତ୍ର ଯେହୂ ତା’ର ବହୁତ ସେବା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍‍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍‍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ।