2 Kings 10:19 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ବାଲ୍ର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ, ତା'ର ସମସ୍ତ ପୂଜକଙ୍କୁ ଓ ତା'ର ସମସ୍ତ ଯାଜକମାନଙ୍କୁ ମାେ ନିକଟକୁ ଡାକ। ଦେଖ ଯେ କହେି ଅନୁପସ୍ଥିତ ନ ରହନ୍ତି, କାରଣ ବାଲ୍ ଉଦ୍ଦେଶ୍ଯ ରେ ମାରେ ଏକ ବଡ ବଳିଦାନ କରିବାର ଇଚ୍ଛା ଏବଂ ଆଉ ଯେଉଁ ଲୋକ ଅନୁପସ୍ଥିତ ରହିବ ନିଶ୍ଚଯ ହତ୍ଯା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ । ମାତ୍ର ଯେହୂ ବାଲ୍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ, ତା’ର ସମସ୍ତ ପୂଜକଙ୍କୁ ଓ ତା’ର ସମସ୍ତ ଯାଜକମାନଙ୍କୁ ମୋ’ ନିକଟକୁ ଡାକ। ଦେଖ ଯେକେହି ଅନୁପସ୍ଥିତ ନ ରହନ୍ତି, କାରଣ ବାଲ୍ ଉଦ୍ଦେଶ୍ୟରେ ମୋର ଏକ ବଡ଼ ବଳିଦାନ କରିବାର ଇଚ୍ଛା ଏବଂ ଆଉ ଯେଉଁ ଲୋକ ଅନୁପସ୍ଥିତ ରହିବ ନିଶ୍ଚୟ ହତ୍ୟା କରାଯିବ।” ଯେହୂ ସେମାନଙ୍କ ସହିତ ଛଳନା କଲେ, ତାଙ୍କର ପ୍ରକୃତ ଅଭିପ୍ରାୟ ଥିଲା ବାଲ୍ର ସମସ୍ତ ଯାଜକ ଓ ପୂଜକମାନଙ୍କୁ ହତ୍ୟା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋ’ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ।