2 Kings 10:2 — Compare Translations
5 translations compared side by side
Odia - 1840
"ଏହି ଚିଠି ପାଇବା ମାତ୍ ରେ, ତୁମ୍ଭମାନେେ ତୁମ୍ଭ ପିତାଙ୍କର ପୁତ୍ରମାନଙ୍କ ମଧ୍ଯରୁ ଅତି ଉତ୍ତମ ଓ ଯୋଗ୍ଯତମ ସନ୍ତାନଟିକୁ ବାଛ। ତୁମ୍ଭମାନଙ୍କର ରଥମାନ ଅଛି, ଅଶ୍ବମାନ ଅଛନ୍ତି ଓ ତୁମ୍ଭମାନେେ ଏକ ସୁଦୃଢ ନଗର ରେ ବାସ କରୁଛ, ଆଉ ମଧ୍ଯ ତୁମ୍ଭମାନଙ୍କର ଅସ୍ତ୍ର ଶସ୍ତ୍ର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ଵଗଣ, ମଧ୍ୟ ଏକ ପ୍ରାଚୀରବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ଚିଠି ପାଇବା ମାତ୍ରେ, ତୁମ୍ଭେମାନେ ତୁମ୍ଭ ପିତାଙ୍କର ପୁତ୍ରମାନଙ୍କ ମଧ୍ୟରୁ ଅତି ଉତ୍ତମ ଓ ଯୋଗ୍ୟତମ ସନ୍ତାନଟିକୁ ବାଛ। ତୁମ୍ଭମାନଙ୍କର ରଥମାନ ଅଛି, ଅଶ୍ୱମାନ ଅଛି ଓ ତୁମ୍ଭେମାନେ ଏକ ସୁଦୃଢ଼ ନଗରରେ ବାସ କରୁଛ, ଆଉ ମଧ୍ୟ ତୁମ୍ଭମାନଙ୍କର ଅସ୍ତ୍ର ଶସ୍ତ୍ର ଅଛି। ତେଣୁ ସେହି ଯୋଗ୍ୟତମ ସନ୍ତାନକୁ ତୁମ୍ଭ ପିତାର ସିଂହାସନ ପାଇଁ ବାଛ ଓ ତୁମ୍ଭେମାନେ ଆପଣା ପ୍ରଭୁର ପରିବାର ପାଇଁ ଯୁଦ୍ଧ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀର-ବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀରବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।