2 Kings 10:21 — Compare Translations
5 translations compared side by side
Odia - 1840
"ତା'ପରେ ଯହେୂ ଇଶ୍ରାୟେଲର ସମଗ୍ର ଅଞ୍ଚଳକୁ ବାର୍ତ୍ତା ପଠାଇଲେ। ବାଲ୍ର ସମସ୍ତ ପୂଜକ ଓ ଯାଜକ ଆସିଲେ ଓ କହେି ଜଣେ ହେଲେ ଅନୁପସ୍ଥିତ ରହିଲେ ନାହିଁ। ସମସ୍ତ ବାଲ୍ପୂଜକ ବାଲ ମନ୍ଦିର ରେ ପହନ୍ଚିଲେ ଓ ମନ୍ଦିରଟି ଲୋକରେ ପରିପୂର୍ଣ୍ଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ । ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯେହୂ ଇସ୍ରାଏଲର ସମଗ୍ର ଅଞ୍ଚଳକୁ ବାର୍ତ୍ତା ପଠାଇଲେ। ବାଲ୍ର ସମସ୍ତ ପୂଜକ ଓ ଯାଜକ ଆସିଲେ ଓ କେହି ଜଣେ ହେଲେ ଅନୁପସ୍ଥିତ ରହିଲେ ନାହିଁ। ସମସ୍ତ ବାଲ୍ର ପୂଜକ ବାଲ୍ ମନ୍ଦିରରେ ପହଞ୍ଚିଲେ ଓ ମନ୍ଦିରଟି ଲୋକରେ ପରିପୂର୍ଣ୍ଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)