2 Kings 10:22 — Compare Translations

5 translations compared side by side

Odia - 1840
"ଯହେୂ ବସ୍ତ୍ରାଗାର ରେ ଅଧ୍ଯକ୍ଷକୁ ଆଦେଶ ଦେଲେ, ସମସ୍ତ ବାଲ୍ ପୂଜକଙ୍କ ପାଇଁ ବସ୍ତ୍ର ବାହାର କରି ଦିଅ। ତେଣୁ ସେ ବସ୍ତ୍ର ବାହାର କରି ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷକୁ କହିଲେ, ବାଲ୍ର ସମସ୍ତ ପୂଜାକାରୀଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ । ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ବସ୍ତ୍ରାଗାରର ଅଧ୍ୟକ୍ଷକୁ ଆଦେଶ ଦେଲେ, “ସମସ୍ତ ବା‌ଲ୍‌‌‌ର ପୂଜକଙ୍କ ପାଇଁ ବସ୍ତ୍ର ବାହାର କରି ଦିଅ।” ତେଣୁ ସେ ବସ୍ତ୍ର ବାହାର କରି ଆଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷଙ୍କୁ କହିଲେ, “ବାଲ୍‍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷକୁ କହିଲେ, “ବାଲ୍‍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।