2 Kings 10:24 — Compare Translations

5 translations compared side by side

Odia - 1840
"ଏହାପରେ ବାଲ୍ପୂଜକମାନେ ବଳିଦାନ ଓ ହାମବେଳି କରିବାକୁ ଭିତରକୁ ଗଲେ। ଯହେୂ ନିଜର ଅଶୀ ଜଣଙ୍କୁ ବାହା ରେ ନିୟୁକ୍ତ କରିଥିଲେ। ସେ ସମାନଙ୍କେୁ କହିଲେ, ଏହି ଲୋକମାନଙ୍କ ମଧ୍ଯରୁ ଯେପରି ଜଣେ କହେି ପଳାଇ ନ ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ । ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ି ଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣ ବଦଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବା‌ଲ୍‌‌‌ର ପୂଜକମାନେ ବଳିଦାନ ଓ ହୋମବଳି କରିବାକୁ ଭିତରକୁ ଗଲେ। ଯେହୂ ନିଜର ଅଶୀ ଜଣଙ୍କୁ ବାହାରେ ନିଯୁକ୍ତ କରିଥିଲେ। ସେ ସେମାନଙ୍କୁ କହିଲେ, “ଏହି ଲୋକମାନଙ୍କ ମଧ୍ୟରୁ ଯେପରି ଜଣେ କେହି ପଳାଇ ନ ଯାଆନ୍ତି। ଯଦି ଜଣେ କେହି ପଳାଇ ଯାଏ, ଯେଉଁ ଲୋକ ତାକୁ ଛାଡ଼ି ଦେଇ ଥିବ, ସେ ତା’ର ଜୀବନ ତା’ର ବଦଳରେ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ିଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ି ଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”