2 Kings 10:25 — Compare Translations
5 translations compared side by side
Odia - 1840
"ଯହେୂ ନବୈେଦ୍ଯ ହାମବେଳି ଉତ୍ସର୍ଗ କରିବାର ସମାପ୍ତି ପରେ ସେ ପ୍ରହରୀ ଓ ସନୋପତିମାନଙ୍କୁ କହିଲେ, ଭିତରକୁ ୟାଅ ଓ ସମସ୍ତ ବାଲ୍ ପୂଜାରୀଙ୍କୁ ହତ୍ଯା କର। କାହାରିକୁ ମନ୍ଦିର ବାହାରକୁ ଆସିବାକୁ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ହୋମବଳି ଉତ୍ସର୍ଗ ଶେଷ କରିବାକ୍ଷଣେ ଯେହୂ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ନ ଦିଅ । ତହୁଁ ସେମାନେ ଖଡ଼୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍-ମନ୍ଦିରର ଗୃହକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ନୈବେଦ୍ୟ ହୋମବଳି ଉତ୍ସର୍ଗ କରିବାର ସମାପ୍ତି ପରେ, ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ ଓ ସମସ୍ତ ବାଲ୍ ପୂଜାରୀଙ୍କୁ ହତ୍ୟା କର। କାହାରିକୁ ମନ୍ଦିର ବାହାରକୁ ଆସିବାକୁ ଦିଅ ନାହିଁ।” ତେଣୁ ସେମାନେ ଖଡ଼୍ଗ ଦ୍ୱାରା ସେମାନଙ୍କୁ ବଧ କଲେ। ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କ ଶରୀରକୁ ବାହାରେ ପକାଇ ଦେଲେ ଓ ବାଲ୍ ମନ୍ଦିରର ଗୃହକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍ ମନ୍ଦିରର ଗୃହକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବାକ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍ ମନ୍ଦିରର ଗୃହକୁ ଗଲେ।