2 Kings 10:26 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ବାଲ୍ ମନ୍ଦିରରୁ ସ୍ମୃତିସ୍ତମ୍ଭମାନ ବାହାର କରି ଆଣି ପୋଡି଼ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ବାଲ୍-ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ବାଲ୍ ମନ୍ଦିରରୁ ସ୍ମୃତି ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।