2 Kings 10:27 — Compare Translations

5 translations compared side by side

Odia - 1840
"ସମାନେେ ବାଲ୍ର ସ୍ମରଣାର୍ଥକ ପ୍ରସ୍ତରଗୁଡିକୁ ଭାଙ୍ଗି ପକାଇଲେ ଓ ବାଲ୍ ମନ୍ଦିରକୁ ଧୂଳିସାତ କଲେ ଓ ଏହାକୁ ଶୌଗ୍ଭଳଯ କଲେ। ସଗେୁଡିକ ଆଜିୟାଏ ବ୍ଯବହାର ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବାଲ୍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜିଯାଏ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବା‌ଲ୍‌‌‌ର ସ୍ମରଣାର୍ଥକ ପ୍ରସ୍ତରଗୁଡ଼ିକୁ ଭାଙ୍ଗି ପକାଇଲେ ଓ ବାଲ୍ ମନ୍ଦିରକୁ ଧୂଳିସାତ କଲେ ଓ ଏହାକୁ ଶୌଗ୍ଭଳୟ କଲେ। ସେଗୁଡ଼ିକ ଆଜିଯାଏ ବ୍ୟବହାର ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।