2 Kings 10:29 — Compare Translations

5 translations compared side by side

Odia - 1840
"ନବାଟଙ୍କ ପୁତ୍ର ୟାରବିଯାମଙ୍କର ପାପକୁ ଯହେୂ ସମ୍ପୂର୍ଣ୍ଣ ରୂପେ ପରିତ୍ଯାଗ କଲେ ନାହିଁ, ୟିଏ ଇଶ୍ରାୟେଲର ପାପ କରିବାର କାରଣ ହାଇେଥିଲା। ଯହେୂ ମଧ୍ଯ ବୈଥଲେ ଓ ଦାନ ରେ ଥବା ସୂବର୍ଣ୍ଣ ବାଛୁରୀ ଧ୍ବଂସ କରି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ବୈଥେଲ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ଵାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନବାଟଙ୍କ ପୁତ୍ର ଯାରବିୟାମଙ୍କର ପାପକୁ ଯେହୂ ସମ୍ପୂର୍ଣ୍ଣ ରୂପେ ପରିତ୍ୟାଗ କଲେ ନାହିଁ, ଯିଏ ଇସ୍ରାଏଲର ପାପ କରିବାର କାରଣ ହୋଇଥିଲା। ଯେହୂ ମଧ୍ୟ ବୈଥେଲ୍ ଓ ଦା‌ନ୍‌ରେ ଥିବା ସୂବର୍ଣ୍ଣ ବାଛୁରି ଧ୍ୱଂସ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ବେଥେଲ୍‍ ଓ ଦାନ୍‍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ବେଥେଲ୍‍ ଓ ଦାନ୍‍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।