2 Kings 10:3 — Compare Translations
4 translations compared side by side
Odia - 1840
"ତେଣୁ ସହେି ଯୋଗ୍ଯତମ ସନ୍ତାନକୁ ତୁମ୍ଭ ପିତାର ସିଂହାସନ ପାଇଁ ବାଛିଅଛ ଓ ତୁମ୍ଭମାନେେ ଆପଣା ପ୍ରଭୁର ପରିବାର ପାଇଁ ୟୁଦ୍ଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”
Odia IRV 2017 (ଓଡିଆ ବାଇବେଲ)