2 Kings 10:30 — Compare Translations
5 translations compared side by side
Odia - 1840
"ଅନନ୍ତର ସଦାପ୍ରଭୁ ଯହେୂକୁ କହିଲେ, କାରଣ ମାେ ଦୃଷ୍ଟି ରେ ଯାହା ଯଥାର୍ଥ, ତୁମ୍ଭେ ଠିକ୍ କରିଅଛ। ଯାହା ମାରେ ଇଚ୍ଛା ଅନୁସାରେ ତୁମ୍ଭେ ଆହାବ୍ର ବଂଶକୁ ବିନାଶ କରିଅଛି। ଏଣୁ ଗ୍ଭରି ପୁରୁଷ ପର୍ୟ୍ଯନ୍ତ ତୁମ୍ଭର ସନ୍ତାନମାନେ ଇଶ୍ରାୟେଲ ସିଂହାସନ ରେ ରାଜତ୍ବ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲରେ ଯେହୂଙ୍କ ଶାସନ ଅନନ୍ତର ସଦାପ୍ରଭୁ ଯେହୂକୁ କହିଲେ, “କାରଣ ମୋ’ ଦୃଷ୍ଟିରେ ଯାହା ଯଥାର୍ଥ, ତୁମ୍ଭେ ଠିକ୍ କରିଅଛ। ଯାହା ମୋର ଇଚ୍ଛା ଅନୁସାରେ ତୁମ୍ଭେ ଆହାବର ବଂଶକୁ ବିନାଶ କରିଅଛି। ଏଣୁ ଗ୍ଭରି ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲ ସିଂହାସନରେ ରାଜତ୍ୱ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”