2 Kings 10:31 — Compare Translations
5 translations compared side by side
Odia - 1840
"ତଥାପି ତା'ପରେ ଯହେୂ ସଦାପ୍ରଭୁଙ୍କର ଆଦେଶଗୁଡିକ ପୂର୍ଣ୍ଣଦୟା ରେ ଅନୁକରଣ କଲେ ନାହିଁ। ନବାଟଙ୍କ ପୁତ୍ର ୟାରବିଯାମଙ୍କର ପାପକୁ ଯହେୂ ସଂପୂର୍ଣ୍ଣ ରୂପେ ପରିତ୍ଯାଗ କରି ପାରିଲେ ନାହିଁ, ୟିଏ ଇଶ୍ରାୟେଲର ପାପ କରିବାର କାରଣ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଯେହୂ ସଦାପ୍ରଭୁଙ୍କର ଆଦେଶଗୁଡ଼ିକ ପୂର୍ଣ୍ଣହୃଦୟରେ ଅନୁକରଣ କଲେ ନାହିଁ। ନବାଟଙ୍କ ପୁତ୍ର ଯାରବିୟାମଙ୍କର ପାପକୁ ଯେହୂ ସମ୍ପୂର୍ଣ୍ଣ ରୂପେ ପରିତ୍ୟାଗ କରି ପାରିଲେ ନାହିଁ, ଯିଏ ଇସ୍ରାଏଲର ପାପ କରିବାର କାରଣ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।