2 Kings 10:32 — Compare Translations
5 translations compared side by side
Odia - 1840
"ସହେି ସମୟରେ ସଦାପ୍ରଭୁ ଇଶ୍ରାୟେଲକୁ ଭାଗ କରିବାକୁ ଆରମ୍ଭ କଲେ। ପୁଣି ଅରାମର ରାଜା ହସାଯଲେ ଇଶ୍ରାୟେଲର ସମସ୍ତ ସୀମା ରେ ଇଶ୍ରାୟେଲୀୟମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ହସାୟେଲଙ୍କ ଇସ୍ରାଏଲ ଧ୍ୱଂସ ସେହି ସମୟରେ ସଦାପ୍ରଭୁ ଇସ୍ରାଏଲକୁ ଭାଗ କରିବାକୁ ଆରମ୍ଭ କଲେ। ପୁଣି ଅରାମର ରାଜା ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ଇସ୍ରାଏଲୀୟମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;