2 Kings 10:34 — Compare Translations

5 translations compared side by side

Odia - 1840
"ଯହେୂଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ପରାକ୍ରମ ଇଶ୍ରାୟେଲ ବଂଶ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହୂଙ୍କର ଅବଶିଷ୍ଟ ବୃତ୍ତା; ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯେହୂଙ୍କ ମୃତ୍ୟୁ ଯେହୂଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ପରାକ୍ରମ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କ’ଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?