2 Kings 10:35 — Compare Translations
5 translations compared side by side
Odia - 1840
"ଯହେୂଙ୍କ ମୃତ୍ଯୁ ଅନ୍ତେ ସେ ନିଜ ପୂର୍ବପୁରୁଷଗଣଙ୍କ ସହିତ ଶମରିଯା ରେ ସମାଧିସ୍ଥ ହେଲେ। ତାଙ୍କ ପରେ ତାଙ୍କ ପୁତ୍ର ଯିହାୟୋଦାରହସ ଇଶ୍ରାୟେଲ ରେ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେହୂ ଆପଣା ପିତୃଲୋକଙ୍କ ସହିତ ଶୟନ କରନ୍ତେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ । ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍ ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂଙ୍କ ମୃତ୍ୟୁ ଅନ୍ତେ ସେ ନିଜ ପୂର୍ବପୁରୁଷଗଣଙ୍କ ସହିତ ଶମରିୟାରେ ସମାଧିସ୍ଥ ହେଲେ। ତାଙ୍କ ପରେ ତାଙ୍କ ପୁତ୍ର ଯିହୋୟାହସ ଇସ୍ରାଏଲରେ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍ ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍ ତାଙ୍କ ପଦରେ ରାଜ୍ୟ କଲେ।