2 Kings 10:4 — Compare Translations

5 translations compared side by side

Odia - 1840
"ମାତ୍ର ୟିଷ୍ରିଯଲରେ ଅଧ୍ଯକ୍ଷ ଓ ପ୍ରାଚୀନବର୍ଗଗଣ ଭୟଭୀତ ହାଇେ ପଡିଲେ। ସମାନେେ କହିଲେ, ଯେତବେେଳେ ସେ ଦୁଇ ରାଜା ଯହେୂଙ୍କୁ ବନ୍ଦ କରି ପାରିଲେ ନାହିଁ। ଆମ୍ଭେ କିପରି ତାଙ୍କୁ ବନ୍ଦ କରିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଛିଡ଼ା ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଛିଡ଼ା ହେବା?
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯିଷ୍ରିୟେଲର ଅଧ୍ୟକ୍ଷ ଓ ପ୍ରାଚୀନବର୍ଗଗଣ ଭୟଭୀତ ହୋଇ ପଡ଼ିଲେ। ସେମାନେ କହିଲେ, “ଯେତେବେଳେ ସେ ଦୁଇ ରାଜା ଯେହୂଙ୍କୁ ବନ୍ଦ କରି ପାରିଲେ ନାହିଁ। ଆମ୍ଭେ କିପରି ତାଙ୍କୁ ବନ୍ଦ କରିବା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?”