2 Kings 10:5 — Compare Translations
5 translations compared side by side
Odia - 1840
"ତେଣୁ ଗୃହାଧ୍ଯକ୍ଷ, ନଗର ରାଜ୍ଯପାଳ, ପ୍ରାଚୀନଗଣ, ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନେ ଯହେୂଙ୍କ ନିକଟକୁ ଏହିକଥା କହି ପଠାଇଲେ, ଆମ୍ଭମାନେେ ଆପଣଙ୍କର ଦାସ, ଆପଣ ଆମ୍ଭମାନଙ୍କୁ ଯାହା ଆଜ୍ଞା କରିବେ ଆମ୍ଭମାନେେ ତାହା ସବୁ ପାଳନ କରିବୁ, ଆମ୍ଭମାନେେ କୌଣସି ଲୋକକୁ ରାଜା କରିବୁ ନାହିଁ, ଯାହା ଆପଣଙ୍କ ଦୃଷ୍ଟିର ରେ ଭଲ ତାହା ଆପଣ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗୃହାଧ୍ୟକ୍ଷ, ନଗର ରାଜ୍ୟପାଳ, ପ୍ରାଚୀନଗଣ, ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହିକଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ, ଆପଣ ଆମ୍ଭମାନଙ୍କୁ ଯାହା ଆଜ୍ଞା କରିବେ ଆମ୍ଭେମାନେ ତାହା ସବୁ ପାଳନ କରିବୁ, ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ, ଯାହା ଆପଣଙ୍କ ଦୃଷ୍ଟିରରେ ଭଲ ତାହା ଆପଣ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)