2 Kings 10:7 — Compare Translations

5 translations compared side by side

Odia - 1840
"ଯେତବେେଳେ ନତେୃବର୍ଗ ଏବଂ ପ୍ରାଚୀନବର୍ଗମାନେ ଏହି ଚିଠି ପାଇଲେ, ସମାନେେ ସହେି ସତୁରି ରାଜାଙ୍କର ପୁତ୍ରମାନଙ୍କୁ ନଇେ ବଧ କଲେ, ସମାନେେ ସହେି କଟାମୁଣ୍ତକୁ ଡାଲା ରେ ରଖି ୟିଷ୍ରିଯଲକେୁ ଯହେୂଙ୍କ ନିକଟକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଡାଲାରେ ରଖି ଯିଷ୍ରିୟେଲକୁ ତାଙ୍କ କତିକି ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ନେତୃବର୍ଗ ଏବଂ ପ୍ରାଚୀନବର୍ଗମାନେ ଏହି ଚିଠି ପାଇଲେ, ସେମାନେ ସେହି ସତୁରି ରାଜାଙ୍କର ପୁତ୍ରମାନଙ୍କୁ ନେଇ ବଧ କଲେ, ସେମାନେ ସେହି କଟାମୁଣ୍ତକୁ ଡାଲାରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।