2 Kings 10:9 — Compare Translations
5 translations compared side by side
Odia - 1840
"ପ୍ରଭାତ ରେ ଯହେୂ ବାହାରକୁ ୟାଇ ଲୋକମାନଙ୍କ ସମ୍ମୁଖ ରେ ଛିଡା ହାଇେ କହିଲେ, ତୁମ୍ଭମାନେେ ନିରିହ ଲୋକ, ମୁଁ ଆପଣା ମହାଶୟଙ୍କୁ ଚକ୍ରାନ୍ତ କରି ବଧ କଲି, ମାତ୍ର ଏହି ଆହାବଙ୍କର ପୁତ୍ରମାନଙ୍କୁ କିଏ ବଧ କଲା? ତୁମ୍ଭମାନେେ ସମାନଙ୍କେୁ ବଧ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ପ୍ରାତଃ କାଳରେ ସେ ବାହାରକୁ ଯାଇ ଛିଡ଼ା ହୋଇ ସମସ୍ତ ଲୋକଙ୍କୁ କହିଲେ, ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରା; କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭାତରେ ଯେହୂ ବାହାରକୁ ଯାଇ ଲୋକମାନଙ୍କ ସମ୍ମୁଖରେ ଛିଡ଼ା ହୋଇ କହିଲେ, “ତୁମ୍ଭେମାନେ ନିରିହ ଲୋକ, ମୁଁ ଆପଣା ମହାଶୟଙ୍କୁ ଚକ୍ରାନ୍ତ କରି ବଧ କଲି, ମାତ୍ର ଏହି ଆହାବଙ୍କର ପୁତ୍ରମାନଙ୍କୁ କିଏ ବଧ କଲା? ତୁମ୍ଭେମାନେ ସେମାନଙ୍କୁ ବଧ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?