2 Kings 11:1 — Compare Translations

5 translations compared side by side

Odia - 1840
"ଅନନ୍ତର ଅହସିଯଙ୍କର ମାତା ଅଥଲିଯା ନିଜ ପୁତ୍ରର ମୃତ୍ଯୁ ଦେଖି, ସମସ୍ତ ରାଜବଂଶକୁ ବିନାଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଥଲିୟା ରାଜପୁତ୍ରମାନଙ୍କୁ ଯିହୁଦାରେ ହତ୍ୟା କରନ୍ତି ଅନନ୍ତର ଅହସିୟଙ୍କର ମାତା ଅଥଲିୟା ନିଜ ପୁତ୍ରର ମୃତ୍ୟୁ ଦେଖି, ସମସ୍ତ ରାଜବଂଶକୁ ବିନାଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।