2 Kings 11:10 — Compare Translations
5 translations compared side by side
Odia - 1840
"ଦାଉଦ ରାଜା ଯେଉଁସବୁ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ମନ୍ଦିର ରେ ରଖିଥିଲେ, ଯାଜକ ସେସବୁ କାଢି ସମାନଙ୍କେୁ ଦଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ-ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ରାଜା ଯେଉଁସବୁ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ମନ୍ଦିରରେ ରଖିଥିଲେ, ଯାଜକ ସେସବୁ କାଢ଼ି ସେମାନଙ୍କୁ ଦେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।