2 Kings 11:12 — Compare Translations
5 translations compared side by side
Odia - 1840
"ସେତବେେଳେ ସମାନେେ ରାଜପୁତ୍ରକୁ ବାହାରକୁ ଆଣି ତାହା ମସ୍ତକରେ ମୁକୁଟ ପିନ୍ଧାଇଲେ ଓ ତାହାକୁ ସାକ୍ଷ ପୁସ୍ତକ ଦେଲେ। ପୁଣି ସମାନେେ ତାଙ୍କୁ ରାଜାକରି ଅଭିଷକେ କଲେ। ଆଉ କରତାଳି ଦଇେ କହିଲେ, ରାଜା ଚିରଜୀବି ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ-ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, ରାଜା ଚିରଜୀବୀ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସେମାନେ ରାଜପୁତ୍ରକୁ ବାହାରକୁ ଆଣି ତାହା ମସ୍ତକରେ ମୁକୁଟ ପିନ୍ଧାଇଲେ ଓ ତାହାକୁ ସାକ୍ଷ ପୁସ୍ତକ ଦେଲେ। ପୁଣି ସେମାନେ ତାଙ୍କୁ ରାଜାକରି ଅଭିଷେକ କଲେ। ଆଉ କରତାଳି ଦେଇ କହିଲେ, “ରାଜା ଚିରଜୀବି ହୁଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ରାଜପୁତ୍ର ଯୋୟାଶ୍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ରାଜପୁତ୍ର ଯୋୟାଶ୍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”